Jagannath temple 'Ratna Bhandar' Open Issue । ଖୁବଶୀଘ୍ର ଖୋଲିବ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର । Odisha

ଖୁବଶୀଘ୍ର ଖୋଲିବ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର। ଆସନ୍ତା ୯ ତାରିଖ ଦ୍ୱିତୀୟ ବୈଠକରେ ରତ୍ନଭଣ୍ଡାର ଖୋଲିବା ନେଇ ତାରିଖ ନିଷ୍ପତ୍ତି ନିଆଯିବ। ଦୀର୍ଘ ୨ ଘଣ୍ଟାର ରୁଦ୍ଧଦ୍ୱର ବୈଠକ ପରେ ଏନେଇ ସୂଚନା ଦେଇଛନ୍ତି ରତ୍ନଭଣ୍ଡାର ତଦାରଖ କମିଟିର ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ। ମିଳିଥିବା ଡୁପ୍ଲିକେଟ୍ ଚାବିରେ ରତ୍ନଭଣ୍ଡାର ତାଲା ନଖୋଲିଲେ ତାଲା ଭଙ୍ଗାଯିବା ନିଷ୍ପତ୍ତି ହୋଇଥିବା ବେଳେ ଆସନ୍ତା ୯ ତାରିଖ ବୈଠକରେ ଜିଲ୍ଲା ଟ୍ରେଜେରୀରୁ ମିଳିଥିବା ଡୁପ୍ଲିକେଟ୍ ଚାବି କମିଟିରେ ଦାଖଲ କରାଯିବ। ସେପଟେ ରତ୍ନଭଣ୍ଡାର ମରାମତି ପାଇଁ ପ୍ରଥମେ ଅସ୍ଥାୟୀ ରତ୍ନଭଣ୍ଡାର କରାଯିବ ଏବଂ ମହାପ୍ରଭୁଙ୍କ ନୀଳାଦ୍ରିବିଜେ ପୂର୍ବରୁ ଏହାକୁ ମରାମତି କରାଯିବ ବୋଲି କହିଛନ୍ତି ଜଷ୍ଟିସ ରଥ।
#odishanews #ZeeOdishaNews #RatnaBhandar
...................................................................................................................
About Channel:-
Get the latest Odisha news headlines and breaking news, the latest news on our KZread Channel, and know more about your State. Visit us to get the breaking news from Odisha at your fingertips.
...........................................................................
Follow us on:-
Web: zeenews.india.com/hindi/zeeod...
Facebook: / zeeodisha
Twitter: / zeeodisha
Instagram: / zeeodishanews
......................................................................................................

Пікірлер

    Келесі