ରୁକ୍ମିଣୀ ବିବାହ - RUKMINI BIBAHA - Namita Agrawal - ଦଶମ ସ୍କନ୍ଧ ଅଧ୍ୟାୟ ୫୮- ଓଡିଆ ଭାଗବତ -Odia Bhagabata

Музыка

ଆଜି ଜ୍ୟେଷ୍ଠ ଶୁକ୍ଳ ଏକାଦଶୀ ତିଥିରେ ରୁକ୍ମିଣୀ ବିବାହ |
ଭଗବାନ ଶ୍ରୀକୃଷ୍ଣଙ୍କ ସହ ଦେବୀ ରୁକ୍ମିଣୀଙ୍କ ବିବାହ ହିନ୍ଦୁ ପୌରାଣିକ ମତରେ ରୁକ୍ମିଣୀ ବିବାହ ନାମରେ ଖ୍ୟାତ । ଏହି ପୌରାଣିକ ଘଟଣାର ସ୍ମାରକୀ ସ୍ୱରୂପ ପ୍ରତିବର୍ଷ ଏହି ତିଥିରେ ହିନ୍ଦୁ କୃଷ୍ଣ ମନ୍ଦିରରେ ଏହି ବିବାହ ଉତ୍ସବ ପାଳନ ହେଉଥିଲେ ହେଁ ପୁରୀ ଶ୍ରୀମନ୍ଦିରରେ ପାଳିତ ରୁକ୍ମିଣୀ ବିବାହର ଧାର୍ମିକ ପରମ୍ପରା ତଥା ମାନ୍ୟତା ଅନନ୍ୟ ଅଟେ ।ଜ୍ୟେଷ୍ଠ ମାସ ଶୁକ୍ଳ ଏକାଦଶୀ ତିଥିରେ ଶ୍ରୀମନ୍ଦିରରେ ପ୍ରାତଃକାଳୀନ ପୂଜା ସମାପ୍ତ ହେବା ପରେ ଦକ୍ଷିଣ ଘରୁ ଶ୍ରୀକୃଷ୍ଣଙ୍କ ପ୍ରତିମା ଆଣି ଶ୍ରୀଜଗନ୍ନାଥଙ୍କ ପାଖରେ ରଖି ଆଜ୍ଞା ମାଗି ନନ୍ଦିଘୋଷରେ ସ୍ଥାପନ କରାଯାଏ । ଯିଏ ରୁକ୍ମିଣୀ ସେ ହିଁ ଲକ୍ଷ୍ମୀ ଅଟନ୍ତି । ସେ ସର୍ବଦା କୃଷ୍ଣଙ୍କ ହୃଦୟରେ ଅଧିଷ୍ଠିତା ହୋଇରହିଛନ୍ତି । ତେଣୁ ଏହି ଭାବନାରେ ବର୍ତ୍ତମାନ ମନୁଷ୍ୟ ବିଗ୍ରହ ଧାରଣ କରି କୃଷ୍ଣ ରୂପରେ ଜାତ ହୋଇଥିବାରୁ ଲକ୍ଷ୍ମୀ ରୁକ୍ମିଣୀ ରୂପରେ ଶ୍ରୀକୃଷ୍ଣଙ୍କ ପ୍ରାଣପ୍ରିୟା ପତ୍ନୀ ରୂପରେ ଜାତ ହୋଇଛନ୍ତି । ଶ୍ରୀମନ୍ଦିରରେ ପବିତ୍ର ଜ୍ୟେଷ୍ଠ ରୁକ୍ମିଣୀ ହରଣ ଏକାଦଶୀ ତିଥିରେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ମଦନମୋହନ ଓ ରୁକ୍ମିଣୀ (ଶ୍ରୀଦେବୀ)ଙ୍କ ବିବାହ ଉତ୍ସବ ପାରମ୍ପାରିକ ରୀତିନୀତିରେ ଅନୁଷ୍ଠିତ ହୋଇଥାଏ । ରୁକ୍ମିଣୀଙ୍କୁ ମହାଲକ୍ଷ୍ମୀଙ୍କ ଅବତାର ବୋଲି କୁହାଯାଏ । ଦ୍ୱାରକାର ନୃପତି ପ୍ରଭୁ ଶ୍ରୀକୃଷ୍ଣଙ୍କର ଷୋଳ ସହସ୍ର ଏକ ଶହ ରାଣୀଙ୍କ ସହିତ ରୁକ୍ମିଣୀ ଓ ସତ୍ୟଭାମା ଆଦି ଅଧିକା ଆଠ ପାଟରାଣୀ ଥିଲେ । ଦିବ୍ୟ ସୁନ୍ଦରୀ, ଗୁଣବତୀ ଓ ପବିତ୍ରତାର ପ୍ରତୀକ ଦେବୀ ରୁକ୍ମିଣୀ ଶ୍ରୀକୃଷ୍ଣଙ୍କ ରୂପ, ଗୁଣରେ ଆକୃଷ୍ଟ ହୋଇ ତାଙ୍କୁ ବିବାହ ପାଇଁ ଅଭିଳାଷ ରଖିଥିଲେ । ଶ୍ରୀକୃଷ୍ଣ ମଧ୍ୟ ଦେବୀ ରୁକ୍ମିଣୀଙ୍କ ପ୍ରତି ଆସକ୍ତ ଥିଲେ । ଏହି ତିଥିରେ ସକାଳ ଧୂପ ସମୟରେ ଦକ୍ଷିଣ ଘରେ ମଦନମୋହନଙ୍କ ବେଶ ଆରମ୍ଭ ହୁଏ । ପୂଜାପଣ୍ଡା ସେବକମାନେ ସକାଳ ଧୂପ ଶେଷ ହୋଇ ପାଣି ପଡ଼ିବା ପରେ ଶ୍ରୀଜଗନ୍ନାଥଙ୍କ ଶ୍ରୀଅଙ୍ଗରୁ ଆଜ୍ଞାମାଳ ନେଇ ଶ୍ରୀଦେବୀଙ୍କୁ ପ୍ରଦାନ କରନ୍ତି । ଏହାପରେ ମହାଜନ ସେବକ ଶ୍ରୀଦେବୀଙ୍କୁ ହସ୍ତରେ ନେଇ ସାତ ପାହାଞ୍ଚ ନିକଟରେ ଥିବା ସୁସଜ୍ଜିତ ପାଲିଙ୍କିରେ ବିଜେ କରାନ୍ତି । ପାଲିଙ୍କିକୁ କାନ୍ଧରେ ନେଇ ବିମାନବଡୁ ସେବକମାନେ ମହାଲକ୍ଷ୍ମୀଙ୍କ ମନ୍ଦିର ନିକଟରେ ରଖନ୍ତି । ସେଠାରୁ ଶ୍ରୀଦେବୀଙ୍କୁ ସେବକମାନେ ହାତରେ ବିଜେ କରାଇ ମହାଲକ୍ଷ୍ମୀଙ୍କ ମନ୍ଦିରର ଜଗମୋହନରେ ପଡ଼ିଥିବା ଖଟ ଶେଯ ଉପରେ ବିଜେ କରାନ୍ତି । ଭଣ୍ଡାର ମେକାପ ଦେଇଥିବା ଅଳଙ୍କାର ଶ୍ରୀଦେବୀଙ୍କୁ ଅଳଙ୍କୃତ କରାଇବା ପୂର୍ବରୁ ତାଙ୍କୁ ପଞ୍ଚାମୃତରେ ମହାସ୍ନାନ, ମାଜଣା ଓ ବନଲାଗି କରାଯାଇଥାଏ । ଅଳଂକାର ଅଳଙ୍କୃତ ହେବା ପରେ ମହାଲକ୍ଷ୍ମୀଙ୍କ ବିଶ୍ୱସ୍ତ ତଢାଉ କରଣ ତାଳପତ୍ର ଓ ଲେଖନୀ ନେଇ ସେଠାରେ ପହଞ୍ଚନ୍ତି । ଭିତରଛ ମହାପାତ୍ର ଉକ୍ତ ତାଳପତ୍ର ଓ ଲେଖନୀକୁ ଶ୍ରୀଦେବୀଙ୍କ ଶ୍ରୀହସ୍ତ ସ୍ପର୍ଶ କରାଇ ତଢାଉ କରଣ ସେବକଙ୍କୁ ଦିଅନ୍ତି । ସେ ରୁକ୍ମିଣୀଙ୍କ ମନୋଭାବ ତାଳପତ୍ରରେ ଲେଖି ମହାପ୍ରଭୁଙ୍କ ନିକଟକୁ ପଠାଇଥାନ୍ତି । ଦକ୍ଷିଣ ଘରେ ମହାପ୍ରଭୁ ମଦନମୋହନଙ୍କ ବେଶ ଶେଷ ହେବା ପରେ ରତ୍ନସିଂହାସକୁ ବିଜେ କରନ୍ତି । ଏହାପରେ ଭିତରେ ଆଲଟ ଲାଗି ହୋଇ ଦ୍ୱାର ବନ୍ଦ ରହେ।ଭିତରଛ ମହାପାତ୍ର ତାଳପତ୍ରରେ ଲେଖାଥିବା ଚିଟାଉଟା ନେଇ ଚନ୍ଦନରେ ଶ୍ରୀଦେବୀଙ୍କ (ରୁକ୍ମିଣୀ) ଶ୍ରୀହସ୍ତ ମୁଦ୍ କରାନ୍ତି । ତାହାପରେ ଜଣେ ସେବକ ବିପ୍ରବ୍ରାହ୍ମଣ ରୂପେ ଚିଟାଉ ନେଇ ଘଣ୍ଟ, ଛତା ଓ କାହାଳୀ ସହ ଜୟ ବିଜୟ ଦ୍ୱାରଠାରେ ଅପେକ୍ଷା କରିଥିବା ମଦନମୋହନଙ୍କ ନିକଟରେ ପହଞ୍ଚିବା ପରେ ପୁରାଣ ପଣ୍ଡା, ପୂଜା ପଣ୍ଡା ଓ ପାଳିଆ ଖୁଣ୍ଟିଆ ସେବାୟତମାନଙ୍କ ଉପସ୍ଥିତିରେ ବଚନିକାମନ ହୋଇଥାଏ ।
Producer : Sitaram Agrawal & Namita Agrawal
--------------------------
♪ Full Song Available on ♪
Spotify : spoti.fi/39ubh9s
Wynk : bit.ly/3HkcJHW
Gaana : bit.ly/3xsxjBo
JioSaavn : bit.ly/3NPxCxa
Apple Music : apple.co/3zvI7lb
Amazon Prime Music : amzn.to/39qKZVB
iTunes : apple.co/3mDt69g
KZread Music :bit.ly/3QlP7H5
------------------------------
Set Caller Tune ; Operator Codes:
Airtel Users Dial
Vodafone Users Dial
BSNL (South / East) Users sms BT To 56700
Idea Users Dial
BSNL (North / West) Users sms BT To 56700
Also available on Jio Tunes
----------------------------------
DTH details ..
Sidharrth TV : Dish-1311,Tata Play-1757,Airtel-600
Sun Direct -657,D2H-1311
Sidharth Bhakti : Dish TV-1395, Airtel-616,Sun-491,Tata Play-1796
Sidharth Gold : Dish TV -1333, Airtel-602,Sun-658,Tata Play-1766
Jay Jagannath : Dish-1397,Videocon D2H-1397,Tata Play-1799
SUBSCRIBE us for Mega Serial, Reality Shows every day:
KZread : / sidharthtv
Instagram : / sidharthtvofficial
Facebook : / sidharthtvofficial
Twitter : / sidharth_tv
Subscribe our other Television Channels :
Sidharth Bhakti : bit.ly/3ybqxAJ
Sidharth Gold : bit.ly/3a1P4Ac
Jay Jagannath : bit.ly/3aa1lTa
#sidharthbhakti #odiabhajan #namitaagrawal #odiasong #sidharthmusic #sidharthtv #jayjagannathtv #sitaramagrawal

Пікірлер: 5

  • @debanandamajhi3064
    @debanandamajhi3064Ай бұрын

    Jay Jagannath maha Prabhu ❤

  • @Mahalaxmi1184
    @Mahalaxmi118429 күн бұрын

    Jaya shree Krishna 🙏🌹❤️

  • @DP-od4yr
    @DP-od4yrАй бұрын

    Jai Laxmi-Jagannath

  • @pradyushpradhan3997
    @pradyushpradhan3997Ай бұрын

    Jay shree Laxmi Narayan 🙏🙏❤❤🙏🙏

  • @bibhutibhushanamohanty4104
    @bibhutibhushanamohanty4104Ай бұрын

    ❤😂❤

Келесі